ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ବରିଷ୍ଠ ପୋଲିସ ଅଧିକାରୀ ବୈଠକରେ ସାମିଲ ହୋଇଛନ୍ତି । ଗୃହ ବିଭାଗର ସ୍ୱତନ୍ତ୍ର ସଚିବ, ବିଭିନ୍ନ ଜିଲ୍ଲାର ଏସପି ମଧ୍ୟ ବୈଠକରେ ଉପସ୍ଥିତ ଅଛନ୍ତି । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଚାଲିଛି ଆଲୋଚନା ।
ମନ୍ତ୍ରୀ ମାନଙ୍କୁ ବିଭାଗ ବଣ୍ଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନିଜେ ସମସ୍ତ ବିଭାଗର କରୁଛନ୍ତି ସମୀକ୍ଷା।ଅନୁଧ୍ୟାନ ପରେ କିଏ କେଉଁ ବିଭାଗ ପାଇଁ ଫିଟ ଦେବେ ଭେଟି।ଲୋକଙ୍କ ସରକାର ଚଳାଇବା ପାଇଁ ବଡ ବ୍ଲୁ ପ୍ରିଣ୍ଟ କରୁଛନ୍ତି ମୋହନ। ଗୋଟେ ପଟେ ମୁଖ୍ୟମନ୍ତ୍ରୀ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସମୀକ୍ଷା କରୁଥିବା ବେଳେ ଦୁଇ ଅଫିସରଙ୍କୁ ନେଇ ବଢିଲା ଚର୍ଚ୍ଚା। ଡି ଏସ କୁଟେ ଓ ଆଶିଷ ସିଂଙ୍କ ଅନୁପସ୍ଥିତକୁ ନେଇ ଚର୍ଚ୍ଚା । ବୈଠକକୁ ଆସିଲେ ନାହିଁ ନା ତାଙ୍କୁ ବୈଠକରୁ ରଖାଗଲା ଦୂରେଇ ତାକୁ ନେଇ ପ୍ରଶ୍ନ ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ