Masthead

ଗୌହାଟୀ ମିଟିଂ ପରେ ସକ୍ରିୟ ସୁୁନୀଲ, ଓଡ଼ିଶା ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟ ବିଜେପି କାର୍ଯ୍ୟାଳରେ ପହଞ୍ଚିଲେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ । ଦୁଇ ଦିନ ହେବ ଗୁରୁତ୍ୱପୂର୍ଣ୍ଣ ବୈଠକ । ୪ଟି ପର୍ଯ୍ୟାୟରେ ହେବ ବୈଠକ । ଆଜି ହେବ ମହା ଜନ ସଂପର୍କ ଅଭିଯାନର ସମୀକ୍ଷା । ୨୦ ଜଣିଆ ଟିମ ସହ ବଂଶଲ କରିବେ ଆଲୋଚନା । ଏହାସହ ରାଜ୍ୟ ସଭାପତି ଓ ସାଧାରଣ ସମ୍ପାଦକ ମାନଙ୍କ ସହ ହେବ ସାଂଗଠନିକ ଚର୍ଚ୍ଚା ଓ ଆଲୋଚନା । ଆସନ୍ତାକାଲି ଦୁଇଟି ପର୍ଯ୍ୟାୟରେ ବସିବ ବୈଠକ ।

ପ୍ରଥମ ପର୍ଯ୍ୟାୟରେ ଲୋକସଭା କ୍ଷେତ୍ର ଗୁଡ଼ିକରେ ଦଳୀୟ ସ୍ଥିତି ନେଇ ହେବ ଆଲୋଚନା । ଏଥିରେ ୧୩ ଲୋକସଭା କ୍ଷେତ୍ର ଗୁଡ଼ିକର ପରାଜିତ ପ୍ରାର୍ଥୀ, ପ୍ରଭାରୀ, ସହ ପ୍ରଭାରୀ ଏବଂ ବିଭିନ୍ନ ଦାୟିତ୍ୱରେ ଥିବା କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ତାପରେ ଦଳର ବିଧାୟକ ମାନଙ୍କ ସହ ଭର୍ଚୁଆଲ ବୈଠକ କରିବେ ସୁନୀଲ ବଂଶଲ । ସଙ୍ଗଠନ ଏବଂ ୨୦୨୪ ବ୍ଲୁ ପ୍ରିଣ୍ଟ ହେବ ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ