Masthead

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶନିବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ସକାଳ ୧୧ଟାରେ ରାଜ୍ୟ କ୍ୟାବିନେଟ ମିଟିଂରେ ହେବ। ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ପରେ ଆଲୋଚନା ପରେ ମୋହର ବାଜିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା !