Masthead

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ସନ୍ଧ୍ୟାରେ ଲୋକସେବା ଭବନରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ବିଭିନ୍ନ ବିଭାଗର ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବୈଠକ ଅଧ୍ୟକ୍ଷତା କରିବେ।

ଏହି ବୈଠକରେ ରାଜ୍ୟ କ୍ୟାବିନେଟ୍ ମନ୍ତ୍ରୀ ଓ ସଚିବମାନେ ଉପସ୍ଥିତ ରହିବେ । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଧ୍ୟ ବୈଠକରେ ଉପସ୍ଥିତ ରହିବେ। ଆଗାମୀ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି, ତୈଳ ସଙ୍କଟ, ଦରଦାମ ବୃଦ୍ଧି ଭଳି ସମସ୍ୟା ସମ୍ପର୍କ ଆଲୋଚନ ହେବ ବୋଲି ସୂତ୍ରରୁ ଜଣାପଡିଛି। ଏହା ଛଡ଼ା ବିଭିନ୍ନ ବିଭାଗର ୭ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି । ତେବେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ