Masthead

ଇସଲାମବାଦ୍ ହାଇକୋର୍ଟରେ ହାଜର ହେଲେ ଇମ୍ରାନ ଖାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହାଇକୋର୍ଟରେ ହାଜର ହେଲେ ଇମ୍ରାନ ଖାନ । ଇସଲାମବାଦ୍ ହାଇକୋର୍ଟରେ ହାଜର ହେଲେ ଇମ୍ରାନ ଖାନ । ଇମ୍ରାନଙ୍କ ଜାମିନ ନେଇ ଶୁଣାଣି ହେବ । ସେପଟେ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଥିବାବେଳେ ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ସୂଚନା ମିଳିଛି । ଅନ୍ୟପଟରେ ଇମ୍ରାନଙ୍କୁ ଜାମିନ ମିଳିଲେ ବି ତାଙ୍କୁ ପୁଣି ଥରେ ଗିରଫ କରାଯିବ ବୋଲି ପାକିସ୍ତାନ ଗୃହମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ