Masthead

ଇମ୍ରାନ ଖାନ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରାଯାଇଛି । କୋର୍ଟ ବାହାରେ ତାଙ୍କୁ ଗିରଫ କରିଛି ପାକିସ୍ତାନ ପୋଲିସ । ପିଟିଆଇ ମୁଖ୍ୟ ଇମ୍ରାନ ଖାନ ପ୍ରଧାନମନ୍ତ୍ରୀ ଥିବାବେଳେ ବହୁତ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା । ତାଙ୍କ ବିରୋଧରେ କୋର୍ଟରେ ମାମଲା ରୁଜୁ ହୋଇଥିଲା । ପୋଲିସ ତାଙ୍କୁ ଗିରଫ କରିବାକୁ ଯିବାବେଳେ ପିଟିଆଇ କର୍ମୀମାନେ ବାଧା ଦେଇଥିଲେ । ପରେ ପୋଲିସ ଫେରିଯାଇଥିଲା । ଆଜି ତାଙ୍କୁ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା