Masthead

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଜେଲ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବଡ ଝଟକା ।  ତୋଷଖାନା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ । ୫ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ଲଢ଼ିବା ଉପରେ ରୋକ ଲଗାଇଲେ ପାକିସ୍ତାନ କୋର୍ଟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ