Masthead

ବୁଲେଟ ବକେଟରେ କୋର୍ଟରେ ପହଞ୍ଚିଲେ ଇମ୍ରାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଲାହୋର କୋର୍ଟରେ ଦେଖିବାକୁ ମିଳିଛି। ଆତଙ୍କବାଦୀ ମାମଲାରେ ଜାମିନ ଆବେଦନ କରିଥିବା ଇମ୍ରାନ ଏକ ବୁଲେଟପ୍ରୁଫ୍‌ ବକେଟ୍‌ ପିନ୍ଧି ଲା‌ହୋର କୋର୍ଟରେ ପହଞ୍ଚିଥିଲେ। ତାଙ୍କର ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ତେବେ କୋର୍ଟ ଇମ୍ରାନଙ୍କୁ ୩ଟି ଆତଙ୍କବାଦୀ ମାମଲାରେ ଏପ୍ରିଲ ୧୩ ପର୍ଯ୍ୟନ୍ତ ଜାମିନ ଦେଇଛନ୍ତି। ଜାମିନ ପାଇଁ ଇମ୍ରାନ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହେବା ଜରୁରୀ ବୋଲି କୋର୍ଟ କହିବାପରେ ଆଜି ଇମ୍ରାନଙ୍କୁ ଏଭଳି ବେଶରେ ଦେଖିବାକୁ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ