Masthead

୧୫ରେ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା

ବାରିପଦା(ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟର ବିଦ୍ୟୁତ୍ ବିଭ୍ରାଟ ପ୍ରସଙ୍ଗ । ଆସନ୍ତା ୧୫ରେ ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦେଇଛି ଭଞ୍ଜସେନା। ଭାରତର ପ୍ରଥମ ନାଗରିକ ତଥା ମୟୂରଭଞ୍ଜର ସୁପୁତ୍ରୀ ତଥା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାରିପଦା ସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ବିଶ୍ଵବିଦ୍ୟାଳୟ ସମାବର୍ତନ କାର୍ଯ୍ୟକ୍ରମରେ ଅଭିଭାଷଣବେଳେ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ, ଇଡ଼କୋ ବିଭାଗ, ଜିଲ୍ଲା ପ୍ରଶାସନ ହେଉ ବା ବିଦ୍ୟୁତ ବିଭାଗର ଖାମଖିଆଲି କାର୍ୟ୍ୟ ଯୋଗୁଁ ନଅ ମିନିଟ ଲାଇନ କଟି ଅନ୍ଧାର ହୋଇଥିଲା । ଯୋଉଁଥିପାଇଁ ମୟୂରଭଞ୍ଜବାସୀ ଅପମାନିତ ହୋଇଛନ୍ତି।

ଯାହାର ପ୍ରତିବାଦରେ ଭଞ୍ଜସେନା ପକ୍ଷରୁ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ହୋଇଥିଲା । ମାତ୍ର କୌଣସି କାର୍ଯ୍ୟାନୁଷ୍ଠାନ ନହେବା ଯୋଗୁଁ ଭଞ୍ଜସେନା ପକ୍ଷରୁ ଦୋଷୀଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ୧୫ ତାରିଖ ଦିନ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦରେ ସମସ୍ତ ରାଜନୈତିକ ଦଳ, ସଂଗଠନ ଏବଂ ପ୍ରତ୍ୟେକ ମୟୂରଭଞ୍ଜିଆଙ୍କୁ ପ୍ରତ୍ୟକ୍ଷ ସାମିଲ ହେବା ପାଇଁ ମୁଖପାତ୍ର ମାନସ ବେହେରା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା