Masthead

ଦେଶର ୯ଟି ରାଜ୍ୟରେ ପେଟ୍ରୋଲ ୧୦୦

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ତୈଳ ଦରରେ ଲାଗୁନି ବ୍ରେକ । ଦେଶର ମୋଟ ୯ଟି ରାଜ୍ୟରେ ପେଟ୍ରୋଲ ଦର ୧୦୦ ଛୁଇଁଛି । ଆଜି ଦେଶର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ୍ ଓ ଡିଜେଲ୍ ଦର ଲିଟର ପିଛା ୩୫ ପଇସା ଲେଖାଏଁ ବୃଦ୍ଧି ପାଇଛି । ଫଳରେ ଦିଲ୍ଲୀରେ ପେଟ୍ରୋଲ ଦର ୯୮ ଟଙ୍କା ୧୧ ପଇସାରେ ପହଞ୍ଚିଥିବା ବେଳେ ଡିଜେଲ୍ ଦର ୮୮ ଟଙ୍କା ୬୫ ପଇସାରେ ପହଞ୍ଚିଛି । ସେହିଭଳି ମୁମ୍ବାଇରେ ପେଟ୍ରୋଲ ଦର ୧୦୪ ଟଙ୍କା ୨୨ ପଇସାରେ ପହଞ୍ଚିଛି । ଡିଜେଲ୍ ଦର ୯୬ ଟଙ୍କା ୧୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୯୯ ଟଙ୍କା ୧୮ ପଇସା ରହିଛି, ଡିଜେଲ୍ ଦର ହେଉଛି ୯୩ ଟଙ୍କା ୨୨ ପଇସା ।

କୋଲକାତାରେ ପେଟ୍ରୋଲ ଦର ୯୭ ଟଙ୍କା ୯୯ ପଇସା ଥିବା ବେଳେ ଡିଜେଲ୍ ଦର ୯୧ ଟଙ୍କା ୪୯ ପଇସାରେ ପହଞ୍ଚିଛି ।ଗତ ଏକ ମାସ ମଧ୍ୟରେ ପେଟ୍ରୋଲ ଦର ୭ ଟଙ୍କା ୭୧ ପଇସା ବୃଦ୍ଧି ପାଇଛି । ରାଜସ୍ଥାନ, ମଧ୍ୟପ୍ରଦେଶ, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, କର୍ଣ୍ଣାଟକ, ଜମ୍ମୁ-କାଶ୍ମୀର, ଓଡ଼ିଶାରେ ପେଟ୍ରୋଲ୍ ଦର ୧୦୦ ଟପିଛି । ବଢୁଥିବା ତୈଳ ଦରକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ