Masthead

୨୪ ଘଣ୍ଟାରେ ୧ ଲକ୍ଷ ୪୫ହଜାର ୩୮୪ ସଂକ୍ରମିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ଅଣାୟତ । ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି କରୋନା କଟକଣାକୁ କଡାକଡି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୪୫ହଜାର ୩୮୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୭୯୪ଜଣଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୭ ଶହ ଟପିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୭୯୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୨ ଲକ୍ଷ ୫ ହଜାର ୯୨୬ରେ ପହଞ୍ଚିଛି। ଏହା ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୮ ହଜାର ୪୩୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୯ ଲକ୍ଷ ୯୦ ହଜାର ୮୫୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୦ ଲକ୍ଷ ୪୬ ହଜାର ୬୩୧ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ