୨୪ ଘଣ୍ଟାରେ ୧ ଲକ୍ଷ ୪୫ହଜାର ୩୮୪ ସଂକ୍ରମିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ଅଣାୟତ । ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି କରୋନା କଟକଣାକୁ କଡାକଡି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୪୫ହଜାର ୩୮୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୭୯୪ଜଣଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୭ ଶହ ଟପିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୭୯୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୨ ଲକ୍ଷ ୫ ହଜାର ୯୨୬ରେ ପହଞ୍ଚିଛି। ଏହା ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୮ ହଜାର ୪୩୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୯ ଲକ୍ଷ ୯୦ ହଜାର ୮୫୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୦ ଲକ୍ଷ ୪୬ ହଜାର ୬୩୧ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’