Masthead

ଓଡ଼ିଶା ବୁଲିବ ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବ ଟିମ । ଟିମରେ ଅଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି । ପ୍ରଥମ ଦିନରେ ହୀରାକୁଦ ଡ୍ୟାମ, ବୁର୍ଲା ପାୱାର ହାଉସ ବୁଲି ସ୍ଥିତି ଅନୁଧ୍ୟାନ କରିବ ଟିମ୍ ।

୨୩ ଯାଏଁ ଚାଲିବ ସର୍ଭେ । ଏହି ଟିମ୍ ହୀରାକୁଦ ବନ୍ଧ ସମେତ ଏହାର ଉଭୟ ତଳ ଓ ଉପରମୁଣ୍ଡ ଅଂଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ମହାନଦୀ ଟ୍ରିବ୍ୟୁନାଲ, ଓଡିଶା ଛତିଶଗଡ ମଧ୍ୟରେ ଉପୁଜିଥିବା ବିବାଦ ସମାଧାନ କରିବାରେ କେତେ ସକ୍ଷମ ହେବେ ସେ ନେଇ ପୁଣି ଥରେ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର