Masthead

ମମତାଙ୍କ ମନମାନୀ ରାତାରାତି ଲାଗିଲା ହୋର୍ଡିଂ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ମମତାଙ୍କ ନାଲିଆଖି, ଲାଗିଲା ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ । ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରକୁ ନେଇ ବିବାହ ଥମିବାରେ ନାଁ ନେଉନି। ଏବେ ଦୀଘା ମନ୍ଦିର ସାମ୍ନାରେ ଲାଗିଲା ଜଗନ୍ନାଥ ଧାମ ହୋର୍ଡିଂ । ମନ୍ଦିର ସାମ୍ନାରେ ବଡ଼ ବଡ଼ ଅକ୍ଷରରେ ଲଗାଗଲା ହୋର୍ଡିଂ । ରାତାରାତି ହୋର୍ଡିଂ ଲଗାଇଲା ପଶ୍ଚିମବଙ୍ଗ ପ୍ରଶାସନ ।

ପୂର୍ବରୁ ମନ୍ଦିରରେ ଅସ୍ଥାୟୀ ହୋର୍ଡିଂ ଲଗାଯାଇଥିଲା । ଜଗନ୍ନାଥ ଧାମ ବିବାଦ ଭିତରେ ହୋର୍ଡିଂ ଲଗାଇଲେ ମମତା ବାନାର୍ଜୀ । ଏହି ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାଁ ଦେବାକୁ ନେଇ ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ତୁତୁ ମେମେ ଆରମ୍ଭ ହୋଇଯାଇଥିବା ବେଳେ ଏବେ ଯେମିତି ମମତା ସରକାର ଏହି ଜଳନ୍ତା ନିଆଁ ଉପରେ ଘିଅ ଢାଳିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ