Masthead

ଜାପାନରେ ମୁଖ୍ୟମନ୍ତ୍ରୀ, ଆଜି ବିଜିନେସ ମିଟକୁ କରିବେ ସମ୍ବୋଧନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜାପାନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଟୋକିଓରେ ଓଡ଼ିଶା ବିଜିନେସ ମିଟକୁ କରିବେ ସମ୍ବୋଧନ । ପୁଞ୍ଜି ଖଟାଇବାକୁ ନିବେଶକାରୀଙ୍କୁ କରିବେ ନିମନ୍ତ୍ରଣ । ଆସନ୍ତା ୧୦ ଯାଏ ଶିଳ୍ପପତିଙ୍କ ସହ ପର୍ଯ୍ୟାୟ କ୍ରମେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଜାପାନରୁ କିପରି ଅଧିକ ପୁଞ୍ଜି ଆସିବ ତାହା ଉପରେ ରହିବ ନବୀନଙ୍କ ନଜର ।

ଟେକ୍ନୋଲୋଜି, ଖାଦ୍ୟ ପ୍ରକ୍ରିୟାକରଣ, ମେଟାଲ, ପେଟ୍ରୋ କେମିକାଲ, ପର୍ଯ୍ୟଟନଭିତ୍ତିକ ଶିଳ୍ପରେ ନିବେଶକାରୀମାନେ ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ କରିବେ । ଏଥିଲାଗି ଜାପାନର ୩ଟି ସହର ଟୋକିଓ, କ୍ବିଟୋ, ଏବଂ ଓସାକାରେ ଆୟୋଜିତ ବିଜିନେସ ମିଟରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଏହାପରେ ନିବେଶକାରୀଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା ସହ ରୋଡ୍ ସୋ ମାଧ୍ୟମରେ ଇନଭେଷ୍ଟର୍ସଙ୍କୁ ଆକୃଷ୍ଟ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ