Masthead

ପାକିସ୍ତାନରେ ମହାରାଜା ରଣଜୀତ ସିଂହଙ୍କ ମୂର୍ତ୍ତି ଭଙ୍ଗାରୁଜା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନୂଆଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିଶନର ଅଫିସ ଆଗରେ ବିକ୍ଷୋଭ । ବିଜେପି କରିଛି ବିକ୍ଷୋଭ । ପାକିସ୍ତାନର ଲାହୋରରେ ମହାରାଜା ରଣଜୀତ ସିଂହଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା ପ୍ରତିବାଦରେ ବିଜେପି କରିଛି ବିକ୍ଷୋଭ ।

ତହରିଫ-ଏ-ଲବେକ ପାକିସ୍ତାନ ମହାରାଜା ରଣଜୀତ ସିଂହଙ୍କ ପ୍ରତିମୂର୍ତ୍ତିକୁ ଭଙ୍ଗାରୁଜା କରିଛି । ଲାହୋର କିଲାରେ ୨୦୧୯ ଜୁନ୍ରେ ଏହି ପ୍ରତିମୂର୍ତ୍ତି ଉନ୍ମୋଚନ ହୋଇଥିଲା । ସେବେଠାରୁ ଆଜି ପର୍ଯ୍ୟନ୍ତ ଏହି ମୂର୍ତ୍ତିକୁ ୩ଥର ଭଙ୍ଗା ଗଲାଣି । ୧୮୩୯ରେ ଶିଖ ଶାସକ ମହାରାଜା ରଣଜୀତ ସିଂହଙ୍କ ଲାହୋରରେ ମୃତ୍ୟୁ ହୋଇଥିଲା । ଏହି ସମୟରେ ଭାରତର ଅଂଶ ଥିଲା ଲାହୋର । ତାଙ୍କ ସ୍ମୃତିରେ ଏହି ମୂର୍ତ୍ତିକୁ ଲାହୋର ଦୁର୍ଗ ତଥା ସାହୀ କିଲାରେ ନିର୍ମାଣ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ