Masthead

ପାକିସ୍ତାନରେ ମହାରାଜା ରଣଜୀତ ସିଂହଙ୍କ ମୂର୍ତ୍ତି ଭଙ୍ଗାରୁଜା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନୂଆଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିଶନର ଅଫିସ ଆଗରେ ବିକ୍ଷୋଭ । ବିଜେପି କରିଛି ବିକ୍ଷୋଭ । ପାକିସ୍ତାନର ଲାହୋରରେ ମହାରାଜା ରଣଜୀତ ସିଂହଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା ପ୍ରତିବାଦରେ ବିଜେପି କରିଛି ବିକ୍ଷୋଭ ।

ତହରିଫ-ଏ-ଲବେକ ପାକିସ୍ତାନ ମହାରାଜା ରଣଜୀତ ସିଂହଙ୍କ ପ୍ରତିମୂର୍ତ୍ତିକୁ ଭଙ୍ଗାରୁଜା କରିଛି । ଲାହୋର କିଲାରେ ୨୦୧୯ ଜୁନ୍ରେ ଏହି ପ୍ରତିମୂର୍ତ୍ତି ଉନ୍ମୋଚନ ହୋଇଥିଲା । ସେବେଠାରୁ ଆଜି ପର୍ଯ୍ୟନ୍ତ ଏହି ମୂର୍ତ୍ତିକୁ ୩ଥର ଭଙ୍ଗା ଗଲାଣି । ୧୮୩୯ରେ ଶିଖ ଶାସକ ମହାରାଜା ରଣଜୀତ ସିଂହଙ୍କ ଲାହୋରରେ ମୃତ୍ୟୁ ହୋଇଥିଲା । ଏହି ସମୟରେ ଭାରତର ଅଂଶ ଥିଲା ଲାହୋର । ତାଙ୍କ ସ୍ମୃତିରେ ଏହି ମୂର୍ତ୍ତିକୁ ଲାହୋର ଦୁର୍ଗ ତଥା ସାହୀ କିଲାରେ ନିର୍ମାଣ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ