Masthead

ରାଉରକେଲାରେ ସ୍ଥିତି ଗମ୍ଭୀର, ସବୁ ୱାର୍ଡକୁ ବ୍ୟାପିଗଲାଣି ଝାଡ଼ାବାନ୍ତି

ରାଉରକେଲା (ବଡ଼ ଖବର ବ୍ୟୁରୋ): ରାଉରକେଲାରେ ହଇଜା ସ୍ଥିତି ଅଣଆୟତ ହେଲାଣି । ୬ ନୁହେଁ, ନେଲାଣି ୧୩ ମୁଣ୍ଡ । ସବୁ ୱାର୍ଡକୁ ବ୍ୟାପିଗଲାଣି ଝାଡ଼ାବାନ୍ତି । ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଥିବା ବେଳେ, ଆକ୍ରାନ୍ତ ହେଲେଣି ୧୪ ଶହରୁ ଅଧିକ ହେଲାଣି । ସରକାରୀ ଭାବେ ମୃତ୍ୟୁସଂଖ୍ୟା ୬ କୁହା ଯାଉଥିଲେ ବି ପ୍ରକୃତ ସଂଖ୍ୟା ୧୩ ବୋଲି ସୂଚନା ରହିଛି ।

ଆରଜିଏଚରେ ୩ଜଣ ଏବଂ ଅନ୍ୟ ଏକ ହସ୍ପିଟାଲରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଜଣେ ବ୍ୟକ୍ତି ଘରେ ଆଖି ବୁଜି ଦେଇଥିବା ସୂଚନା ମିଳିଛି । ପାଖାପାଖି ୪୦ଟି ଯାକ ୱାର୍ଡକୁ ବ୍ୟାପିଗଲାଣି ଝାଡ଼ାବାନ୍ତି । ସେପଟେ ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ସ୍ୱାସ୍ଥ୍ୟସଚିବ । କହିଛନ୍ତି ୨ରୁ ୩ ଦିନ ମଧ୍ୟରେ ନିୟନ୍ତ୍ରଣ ହୋଇଯିବ ସ୍ଥିତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି