ରାଉରକେଲାରେ ସ୍ଥିତି ଗମ୍ଭୀର, ସବୁ ୱାର୍ଡକୁ ବ୍ୟାପିଗଲାଣି ଝାଡ଼ାବାନ୍ତି

ରାଉରକେଲା (ବଡ଼ ଖବର ବ୍ୟୁରୋ): ରାଉରକେଲାରେ ହଇଜା ସ୍ଥିତି ଅଣଆୟତ ହେଲାଣି । ୬ ନୁହେଁ, ନେଲାଣି ୧୩ ମୁଣ୍ଡ । ସବୁ ୱାର୍ଡକୁ ବ୍ୟାପିଗଲାଣି ଝାଡ଼ାବାନ୍ତି । ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଥିବା ବେଳେ, ଆକ୍ରାନ୍ତ ହେଲେଣି ୧୪ ଶହରୁ ଅଧିକ ହେଲାଣି । ସରକାରୀ ଭାବେ ମୃତ୍ୟୁସଂଖ୍ୟା ୬ କୁହା ଯାଉଥିଲେ ବି ପ୍ରକୃତ ସଂଖ୍ୟା ୧୩ ବୋଲି ସୂଚନା ରହିଛି ।

ଆରଜିଏଚରେ ୩ଜଣ ଏବଂ ଅନ୍ୟ ଏକ ହସ୍ପିଟାଲରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଜଣେ ବ୍ୟକ୍ତି ଘରେ ଆଖି ବୁଜି ଦେଇଥିବା ସୂଚନା ମିଳିଛି । ପାଖାପାଖି ୪୦ଟି ଯାକ ୱାର୍ଡକୁ ବ୍ୟାପିଗଲାଣି ଝାଡ଼ାବାନ୍ତି । ସେପଟେ ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ସ୍ୱାସ୍ଥ୍ୟସଚିବ । କହିଛନ୍ତି ୨ରୁ ୩ ଦିନ ମଧ୍ୟରେ ନିୟନ୍ତ୍ରଣ ହୋଇଯିବ ସ୍ଥିତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ