Masthead

ମଧ୍ୟପ୍ରଦେଶର ୭ ଜିଲ୍ଲାରେ ସ୍କୁଲ ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଢୁଛି କରୋନା ସଂକ୍ରମଣ ସଂଖ୍ୟା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମଧ୍ୟପ୍ରଦେଶ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ୭ ଜିଲ୍ଲାରେ ଏପ୍ରିଲ ୧୫ ଯାଏଁ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ  ନିର୍ଦ୍ଦେଶ ଅନୁସାରେ, ଭୋପାଳ, ଇନ୍ଦୋର, ଜବଲପୁର, ବୈତୁଲ, ଛିନ୍ଦଓ୍ୱାଡା, ଖରଗୋନ୍ ଓ ରତଲାମରେ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲ ବନ୍ଦ ରହିବ।ଏପ୍ରିଲ ୧୫ ଯାଏଁ ଏସବୁକୁ ବନ୍ଦ ରଖାଯିବ ।

ଏହି ସମୟରେ ଅନଲାଇନ ପାଠପଢା ଚାଲିବ ବୋଲି କୁହାଯାଇଛି । ଗତ ୨୪ ଘଣ୍ଟାରେ ଦେଶରେ ୮୧ ହଜାରରୁ ଅଧିକ ପଜିଟିଭ ମାମଲା ଚିହ୍ନଟ ହୋଇଛି । କରୋନା ସଂକ୍ରମଣ ମାମଲା ବଢିବା କାରଣରୁ ରାଜ୍ୟ ଗୃହ ବିଭାଗ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲକୁ ଏପ୍ରିଲ ୧୫ ଯାଏଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ