Masthead

୨୪ ଘଣ୍ଟାରେ ଓଡ଼ିଶାରେ ୨୩୪ କରୋନା ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ବିଗିଡିବାରେ ଲାଗିଲାଣି ।ଗତକାଲି ଭଳି ଆଜି ବି ରାଜ୍ୟରେ ୨୦୦ ଡେଇଁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

କରୋନାର ନୂଆ ହବ୍ ପାଲଟିଥିବା ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୨,କଟକରୁ ୨୯,ଅନୁଗୋଳରୁ ୩ ,ବାଲେଶ୍ୱରରୁ ୩, ବରଗଡ଼ରୁ ୨୪, ଭଦ୍ରକରୁ ୮, ବଲାଙ୍ଗିରରୁ ୧୫, ଗଞ୍ଜାମରୁ ୨, ଜଗତସିଂହପୁରରୁ ୬, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୭, କେନ୍ଦ୍ରାପଡ଼ାରୁ ୪, ମୟୂରଭଞ୍ଜରୁ ୫, ପୁରୀରୁ ୬, ରାୟଗଡ଼ାରୁ ୨ .ସମ୍ବଲପୁରରୁ ୧୧ ,ସୁନ୍ଦରଗଡ଼ରୁ ୧୫ ଓ ଷ୍ଟେଟ୍ ପୁଲ୍ରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ କେନ୍ଦୁଝର,ଦେବଗଡ଼, ଢେଙ୍କାନାଳ, ନୟାଗଡ଼ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ୨୩୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୯,୬୯୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୬,୪୦୯ ଜଣ ସୁସ୍ଥ ହୋଇସାରିଛନ୍ତି। ୧୩୧୩ ଜଣ ଚିକିତ୍ସାଧୀନ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ