Masthead

ରାଜ୍ୟରେ ୨୪ ଘଣ୍ଟାରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଆୟତ୍ତ୍ୱ ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସଙ୍ଗରୋଧରୁ ୨୦୯ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯ ରୋଗୀ ଚିହ୍ନଟ ହୋଇଛନ୍ତି । ୩୫୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୪୭ ଜଣ ରହିଛନ୍ତି ।

ସେପଟେ ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୬୩୪କୁ ବୃଦ୍ଧି ପାଇଛି । ଏହା ସହ ୧୦ ଲକ୍ଷ ୨୧ ହଜାର ୧୮୦ ଜଣ ସୁସ୍ଥ ହୋଇଥିବା ବେଳେ ୫ ହଜାର ୧୧୯ ଜଣ କୋଭିଡ ରୋଗୀ ବର୍ତ୍ତମାନ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା