Masthead

ମାହାଙ୍ଗା ଡବଲ ମର୍ଡର ଘଟଣା, ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣା । ମାହାଙ୍ଗା ଡବଲ ମର୍ଡର ଘଟଣାରେ ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ । ପ୍ରତାପ ଜେନାଙ୍କ ନାଁରେ ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର ଜେଏମଏଫସି କୋର୍ଟ । ୨୦୨୧ ଜାନୁୟାରୀରେ ହୋଇଥିଲା ମାହାଙ୍ଗା ମର୍ଡର । ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟସଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ବିଧାୟକ ହୋଇଥିବାରୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତରିତ କରାଯାଇଛି । ପ୍ରତାପ ଜେନାଙ୍କ ବିରୋଧରେ ଲାଗିଛି ଦଫା ୩୦୨ ।ହତ୍ୟା ଷଡଯନ୍ତ୍ର ଓ ଧମକ ଦଫାରେ ରେ ଚାଲିବ ମାମଲା ।ସିଡିଆର ରିପୋର୍ଟ ଓ ସାକ୍ଷି ପ୍ରମାଣ ଆଧାରେ କରାଯିବ ମାମଲା । ୧୩ ଜଣଙ୍କ ନାଁରେ ହୋଇଥିଲା ଏତେଲା ହେଲେ ଗିରଫ ହେଲେ ୯ ଜଣ । ପୋଲିସ ଚାର୍ଜସିଟରୁ କାଟିଦେଇଥିଲା ପ୍ରତାପ ଜେନାଙ୍କ ନାଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ