Masthead

ଶେଷରେ ଆଖିବୁଜିଛି ଗଜରାଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଫେଲ ମାରିଲା ଅପରେସନ ଗଜରାଜ । ମହାନଦୀର ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ଦନ୍ତାହାତୀ ଶେଷରେ ଆଖିବୁଜିଛି । ସ୍ରୋତରେ ଭାସିଯାଇ ଗଜରାଜ ନୂଆ ଶାସନ ନିକଟରେ ଲାଗିଥିବାର ସୂଚନା ମିଳିଥିଲା । ହେଲେ ବର୍ତ୍ତମାନ ହାତୀର କୌଣସି ପତ୍ତା ମିଳୁନଥିବାର ଖବର ସାମ୍ନାକୁ ଆସିଛି । ଏନେଇ ୩ଟି ଓଡ୍ରାଫ ଟିମ ଖୋଜାଖୋଜି ଜାରି ରଖିଛନ୍ତି ।

ଅନ୍ୟପଟେ ଅପରେସନ ଗଜରାଜ ଅତ୍ୟନ୍ତ ହୃଦୟବିଦାରକ ଥିଲା । ଏହି ଅପରେସନରେ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ ହୋଇଥିବା ବେଳେ ନିଖୋଜ ଥିବା ଓଡ୍ରାଫ ସମସ୍ୟଙ୍କର ମଧ୍ୟ ମୃତ୍ୟୁ ଘଟିଛି । ସବୁଠାର ବିଡ଼ମ୍ବନାର ବିଷୟ ଯେ ଗଜରାଜକୁ ରକ୍ଷା କରିବା ପାଇଁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ୱେ ଗଜରାଜକୁ ଉଦ୍ଧାର କରିବାରେ ବିଫଳ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ