Masthead

ମେଡିକାଲରେ ମିଳୁନି ସ୍ଥାନ, ଅଟୋରେ ଚାଲିଛି ରୋଗୀ ଚିକିତ୍ସା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମେଡିକାଲରେ ମିଳୁନି ସ୍ଥାନ । ଅଟୋରେ ଚାଲିଛି ରୋଗୀ ଚିକିତ୍ସା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମହାରାଷ୍ଟ୍ରରେ । ଯେଉଁଠାରେ କରୋନା ସମ୍ପୂର୍ଣ୍ଣ ଅଣାୟତ । ଜଣେ ବୃଦ୍ଧାଙ୍କ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ବୃଦ୍ଧ ମହିଳା ଜଣଙ୍କ ଅଟୋ-ରିକ୍ସାରେ ଚିକିତ୍ସା ହେଉଛନ୍ତି । ମେଡିକାଲରେ ଚିକିତ୍ସା ପାଇଁ ସ୍ଥାନ ନଥିବାରୁ ମହିଳା ଜଣକ ଅଟୋରେ ବସି ଅମ୍ଳଜାନ ନେଉଛନ୍ତି ।

ସେହିଭଳି ଆଉ ଏକ ଘଟଣା ଦେଖିବାକୁ ମିଳିଥିଲା ଓସମାନାବାଦରେ । ଡାକ୍ତରଖାନାରେ ସ୍ଥାନ ନମିଳିବାରୁ କରୋନା ରୋଗୀଙ୍କୁ ଚେୟାରରେ ବସାଇ ଚିକିତ୍ସିତ କରାଯାଉଥିଲା । ଏଭଳି ଅନେକ ସ୍ଥାନ ରହିଛି ଯେଉଁଠାରେ ଚିକିତ୍ସା ଅଭାବରୁ ରୋଗୀଙ୍କର ମୃତ୍ୟ ଘଟୁଛି। ଥାନେ ଜିଲ୍ଲାର ଭାସାଇରେ ଜଣେ ରୋଗୀ ଅମ୍ଳଜାନ ଅଭାବରୁ ଆତ୍ମହତ୍ୟା କରିଥିଲେ।

ନାଲାସୋପାରେ ମଧ୍ୟ ସାତ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ସର୍ମ୍ପକୀୟମାନେ ଅଭିଯୋଗ କରିଛନ୍ତି, ଡାକ୍ତରଖାନାରେ ଅମ୍ଳଜାନ ଅଭାବରୁ ସେମାନଙ୍କର ମୃତ୍ୟୁ ଘଟିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରାଥମିକ ପଦକ୍ଷେପ ନେବାକୁ ନାଲାସୋପରା ବିଧାୟକ କ୍ଷିତିଜ ଠାକୁର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସିଏମ ଉଦ୍ଧବ ଠାକରେଙ୍କୁ ଅନୁରୋଧ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଭାରତ ଉପରେ ଶୁଳ୍କ ବୃଦ୍ଧି ନେଇ ପୁଣି ଧମକାଇଲେ ଟ୍ରମ୍ପ 🔴 ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର 🔴 ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଭାରତ ଉପରେ ଶୁଳ୍କ ବୃଦ୍ଧି ନେଇ ପୁଣି ଧମକାଇଲେ ଟ୍ରମ୍ପ 🔴 ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର 🔴 ପୁଣି ରେଲୱେ ଟ୍ରାକରେ ଆଇଡି ବିସ୍ଫୋରଣ