Masthead

ଦୁଇ ବର୍ଷ ମଧ୍ୟରେ କଟକରୁ ଜବତ ହୋଇଛି ୪ କୋଟି ଟଙ୍କାର ବ୍ରାଉନସୁଗାର

କଟକ(ବଡ଼ ଖବର ବ୍ୟୁରୋ): ମାତ୍ର ଦୁଇ ବର୍ଷ ମଧ୍ୟରେ କଟକରୁ ୪ କୋଟି ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୪ କୋଟି ୬୧ ଲକ୍ଷ ଟଙ୍କାରୁ ଅଧିକ ହେବ। କଟକ ଡିସିପି ପ୍ରତୀକ ସିଂ ଆଜି ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଡିସିପି କହିଛନ୍ତି, ଆଜି ପୁଣି କଟକର ଦରଖାବଜାରରୁ ୨୬୮ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି ।

ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୨୬ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ତିନି ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ବାପି, ବିବେକାନନ୍ଦ ଜେନା ଓ ଗୋପୀନାଥ ପାତ୍ର। ଅଭିଯୁକ୍ତଙ୍କଠାରୁ ୧ ଲକ୍ଷ ୨୮ ହଜାର ଟଙ୍କା, ୪ଟି ମୋବାଇଲ ଫୋନ୍, ଗୋଟିଏ ବାଇକ୍ ଓ ସ୍କୁଟି ଜବତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ