Masthead

ଦୁଇ ବର୍ଷ ମଧ୍ୟରେ କଟକରୁ ଜବତ ହୋଇଛି ୪ କୋଟି ଟଙ୍କାର ବ୍ରାଉନସୁଗାର

କଟକ(ବଡ଼ ଖବର ବ୍ୟୁରୋ): ମାତ୍ର ଦୁଇ ବର୍ଷ ମଧ୍ୟରେ କଟକରୁ ୪ କୋଟି ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୪ କୋଟି ୬୧ ଲକ୍ଷ ଟଙ୍କାରୁ ଅଧିକ ହେବ। କଟକ ଡିସିପି ପ୍ରତୀକ ସିଂ ଆଜି ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଡିସିପି କହିଛନ୍ତି, ଆଜି ପୁଣି କଟକର ଦରଖାବଜାରରୁ ୨୬୮ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି ।

ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୨୬ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ତିନି ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ବାପି, ବିବେକାନନ୍ଦ ଜେନା ଓ ଗୋପୀନାଥ ପାତ୍ର। ଅଭିଯୁକ୍ତଙ୍କଠାରୁ ୧ ଲକ୍ଷ ୨୮ ହଜାର ଟଙ୍କା, ୪ଟି ମୋବାଇଲ ଫୋନ୍, ଗୋଟିଏ ବାଇକ୍ ଓ ସ୍କୁଟି ଜବତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ