Masthead

ଥାନା ପୋଡି ଘଟଣା, ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ନାଁରେ ମାମଲା ରୁଜୁ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): ଫିରିଙ୍ଗିଆ ଥାନା ପୋଡ଼ି ଘଟଣା । ତୃଣମୂଳସ୍ତରର ନେତାଙ୍କ ସହ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ନାଁରେ ମାମଲା ରୁଜୁ । ଏପର୍ଯ୍ୟନ୍ତ ୧୯ ଜଣଙ୍କୁ ଗିରଫ କରିଛି ପୋଲିସ । ଏହି ଘଟଣାରେ ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ ସାହୁ, ଫିରିଙ୍ଗିଆ ସରପଂଚ ଓ ସମିତି ସଭ୍ୟଙ୍କ ସମେତ ୫ ଜଣ ସରପଂଚ, ୩ ସମିତି ସଭ୍ୟଙ୍କ ନାମରେ ମାମଲା ରୁଜ୍ଜୁ କରିଛି ପୋଲିସ୍ । ସ୍ଥାନୀୟ ରତଙ୍ଗ ସମିତି ସଭ୍ୟ ବିରଞ୍ଚି ମଲ୍ଲିକ, ନୂଆପଦର ସରପଂଚ ଭବାନୀ ଶଙ୍କର କହଁର, ଭୃଙ୍ଗିଯୋଡ଼ି ସରପଂଚ ଆସିଆ କହଁର, ଫିରିଙ୍ଗିଆ ସମିତି ସଭ୍ୟ ମୌସୁମୀ କହଁର, କେଲାପଡ଼ା ସମିତି ସଭ୍ୟ ବୈରାଗୀ କହଁର, ସାଡିଙ୍ଗିଆ ସରପଂଚ ଲାସନ୍ କହଁର, ଉପରପଙ୍ଗା ସରପଂଚ ସୁଶାନ୍ତ କହଁର ଏବଂ ଫିରିଙ୍ଗିଆ ସରପଂଚ ଜଳନ୍ଧର କହଁରଙ୍କ ନାଁରେ ମାମଲା ରୁଜ୍ଜୁ ହୋଇଛି ଖବର ମିଳିଛି । ଅନ୍ୟପଟେ ଗଞ୍ଜେଇ ଚାଲାଣ ଅଭିଯୋଗ ଥିବା ଦୁଇ ହୋମଗାର୍ଡଙ୍କୁ କାର୍ୟ୍ୟରୁ ଅନ୍ତର କରିବା ସହ ଥାନା ଆଇଆଇସିଙ୍କୁ ମଧ୍ୟ ବଦଳି କରାଯାଇଛି । ଏବଂ ଥାନାର ନୂଆ ଆଇଆଇସି ଭାବେ ରମେଶ କୁମାର ପ୍ରଧାନ ଗତକାଲି କାର୍ଯ୍ୟରେ ଯୋଗ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି