Masthead

ଦ୍ୱିତୀୟ ରାଉଣ୍ଡରେ ୨୫୦୦ ଭୋଟରେ ଦିଦି ଆଗୁଆ

ଭବାନୀପୁର (ବଡ଼ ଖବର ବ୍ୟୁରୋ): ଜାରି ରହିଛି ପଶ୍ଚିମବଙ୍ଗରେ ଭୋଟ ଗଣତି । ପୋଷ୍ଟାଲ ବାଲାଟ ଭୋଟ ଗଣତି ଶେଷ ହୋଇଛି । ମମତା ପ୍ରଥମ ରାଉଣ୍ଡରେ ୭୭୫ ଭୋଟରେ ଆଗୁଆ ଥିବାବେଳେ ଦ୍ୱିତୀୟ ରାଉଣ୍ଡରେ ୨୫୦୦ ଭୋଟରେ ଆଗୁଆ ରହିଛନ୍ତି । ବାଜିରେ ଦିଦିଙ୍କ ମୁଖ୍ୟମନ୍ତ୍ରୀ ପଦ ।

ଭବାନୀପୁର ଉପନିର୍ବାଚନ ଫଳାଫଳ ଉପରେ ସମସ୍ତଙ୍କ ନଜର । କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ରୁ ଚାଲିଛି କାଉଣ୍ଟିଂ। ଏଠି ବିଜେପି ପ୍ରାର୍ଥୀ ପ୍ରିୟଙ୍କା ଟିବରୱାଲଙ୍କ ସହ ମମତାଙ୍କ ଲଢେଇ । ଗତ ୩୦ ତାରିଖରେ ଏଠାରେ ମତଦାନ ହୋଇଥିଲା । ତେବେ ମମତା ବାନାର୍ଜୀ ୫୦ ହଜାର ଭୋଟରେ ଜିତିବେ ବୋଲି ତୃଣମୂଳ କଂଗ୍ରେସ ଦାବି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି