Masthead

ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ: NDA ଆଗରେ, ପଛରେ INDIA

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାଲିଛି ଲୋକସଭା ନିର୍ବାଚନର ଭୋଟ୍‌ ଗଣତି। ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ। ଚାଲିଛି ନେକ୍‌ ଟୁ ନେକ୍‌ ଫାଇଟ୍। ପ୍ରାରମ୍ଭିକ ଟ୍ରେଣ୍ଡରେ ଏନ୍‌ଡିଏ ଆଗରେ ରହିଛି। ସେହିପରି ଇଣ୍ଡିଆ ପଛରେ ରହିଛି। ବର୍ତ୍ତମାନ ସୁଦ୍ଧା ୨୭୪ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ୧୬୯ ଆସନରେ ଏନଡିଏ ଆଗରେ ରହିଛି । ସେହିପରି କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ୯୫ ଆସନରେ ଆଗରେ ରହିଛି । ସେପଟେ ଅନ୍ୟ ୧୦ଟି ସିଟରେ ଆଗରେ ରହିଛନ୍ତି । ସେପଟେ ଓଡିଶା ବିଧାନସଭାରେ ଗୋଟିଏ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଛି । ଯେଉଁଥିରେ ବିଜେଡି ଆଗୁଆ ରହିଛି । ସେହିପରି ପୋଷ୍ଟାଲ ବାଲାଟ୍ ଗଣତିରେ ପୁରୀରେ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା