Masthead

କେଉଁ ରକେଟରେ ଗଲା ଚନ୍ଦ୍ରୟାନ-୩

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ ): ସଫଳତାର ସହ ମହାକାଶକୁ ଉତକ୍ଷେପଣ ହେଲା ଚନ୍ଦ୍ରୟାନ-୩ । ୪୩.୫ମିଟର ଉଚ୍ଚ,୬୪୨ଟନ ଓଜନ ବିଶିଷ୍ଟ ବିଶାଳକାୟ ଏଲଭିଏମ୍୩ଏମ୍-୪ ରକେଟରୁ ଉତକ୍ଷେପଣ ହେଲା ଚନ୍ଦ୍ରୟାନ-୩ । ସଫଳତାର ସହ ଅତିକ୍ରମ କଲା ତିନୋଟି ସୋପାନ । ଅଗଷ୍ଟ୨୩ରେ ଚନ୍ଦ୍ରର ଦକ୍ଷିଣମେରୁରେ ଅବତରଣ କରିବ ଚନ୍ଦ୍ରୟାନ-୩ ।

ଚନ୍ଦ୍ରୟାନ-୩ର ସଫଳ ଉତକ୍ଷେପଣ ପରେ ଇତିହାସ ରଚିଛି ଇସ୍ରୋ । ଦିନ ୨.୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭକଲା ଚନ୍ଦ୍ରାୟନ-୩ । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟା ଦ୍ୱିତୀୟ ଲଞ୍ଚପ୍ୟାଡରୁ ହେଲା ଉତକ୍ଷେପଣ । ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କ ଅକ୍ଳାନ୍ତ ପରିଶ୍ରମର ସଫଳତା ପାଇଁ ଉକôଣ୍ଠା ବଢିଛି । ମିଶନ ସଫଳ ନେଇ ଘୋଷଣା କଲେ ଇସ୍ରୋ ମୁଖ୍ୟ । ଭୁପୃଷ୍ଠ ଛାଡିବାର ୧୬ ମିନିଟପରେ କକ୍ଷପଥରେ ହେଲା ଅବସ୍ଥାପିତ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ