Masthead

ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଆଜି କଳାହାଣ୍ଡି ଗସ୍ତ କଲେ ମୁଖ୍ୟମନ୍ତ୍ରୀ । କୋଭିଡ୍ ପରେ ପ୍ରଥମ ଥର ପାଇଁ ଜନସମାବେଶରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ । ୫୪ଟି ପ୍ରକଳ୍ପର ଉଦଘାଟନ ଓ ୫୨ ଟି ପ୍ରକଳ୍ପର ଶୁଭାରମ୍ଭ କରିବେ । ମୋଟ ୨ ହଜାର ୮୪ କୋଟିର ପ୍ରକଳ୍ପର କରିବେ ଉଦଘାଟନ ଓ ଭୂମିପୂଜନ । ଇନ୍ଦ୍ରାବତୀ ମଙ୍ଗଳପୁର ଠାରେ ୭୫୬ କୋଟି ବ୍ୟୟରେ ନିର୍ମିତ ପାର୍ବତୀଗିରି ମେଗା ଉଠାଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ ସମାବେଶରେ ଯୋଗ ଦେଇ ଲୋକଙ୍କୁ ସମ୍ବୋଧନ କରିବେ ।

ପୂର୍ବାହ୍ନ ୧୧ ଟା ୩୫ମିନିଟରେ ଜୟପାଟଣା ବ୍ଲକ ମଙ୍ଗଳପୁରରେ ହେଲିକପ୍ଟର ଯୋଗେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ଏଥିପାଇଁ କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ କନକପୁର ଠାରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ୧୨ ଜଣିଆ ସ୍ୱାସ୍ଥ୍ୟ କର୍ମଚାରୀ ଟିମ ଏଠାରେ ସ୍କ୍ରିନିଂ ଦାୟିତ୍ୱରେ ରହିଛନ୍ତି। ଏଥିସହ ଏଠାରେ ୨୬ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ