Masthead

ସବରକର ଜୟନ୍ତୀରେ ନୂଆ ସଂସଦ ଭବନ ଉଦଘାଟନ

ନୂଆଦଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦ ଭବନ ଉଦଘାଟନ ହେଲା । ଆଜିଥିଲା ସବରକର ଜୟନ୍ତୀ ପାଳନ କରାଯାଇଛି । ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବରକରଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ତାପରେ ସଂସଦ ଭବନକୁ ଆସିଥିଲେ । ଲୋକସଭା ବାଚସ୍ପତି ଓମ ବିର୍ଲା, ଜେପି ନଡ୍ଡାଙ୍କ ସମେତ ବିଜେପି ନେତା ସଂସଦରେ ସବରକରଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ୧୮୮୩ ମେ ୨୮ରେ ମହାରାଷ୍ଟ୍ରର ନାଶିକ ଜିଲ୍ଲାର ଭାଗୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ସବରକର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା