ମହାପ୍ରଭୁଙ୍କ ସାମ୍ନାରେ ଗଲା ଜୀବନ

ପୁରୀ  (ବଡ଼ ଖବର ବ୍ୟୁରୋ): ସ୍ନାନପୂର୍ଣ୍ଣମୀରେ ଅଘଟଣ । ମହାପ୍ରଭୁଙ୍କ ସାମ୍ନାରେ ଗଲା ଜୀବନ । ମୃତକ ହେଲେ ରାଜସ୍ଥାନର ହେମାଲାଲ । ଶ୍ରୀମନ୍ଦିର ଭିତରେ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ