Masthead

ଗ୍ୟାଙ୍ଗଷ୍ଟର ହାଇଦର ଏନକାଉଣ୍ଟର ଘଟଣା, କେନ୍ଦ୍ରାପଡାରେ ୧୪୪ ଧାରା ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦର ଏନକାଉଣ୍ଟର ପରେ ସହରରେ ୧୪୪ ଧାରା ଲଗାଇଲା ପ୍ରଶାସନ  । ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି  କେନ୍ଦ୍ରାପଡା ସହରରେ ୧୪୪ ଧାରା ଜାରି । ୪ଟି ପଞ୍ଚାୟତରେ ମଧ୍ୟ ୧୪୪ ଧାରା ଜାରି କରିଛି ପ୍ରଶାସନ ।

ଶନିବାର ରାତି ୧୧ 30ତାରିଖ ଦିନ ୧୧ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ୧୪୪ ଧାରା । ସକାଳ ୭ ରୁ ଦିନ ୧୧ ଯାଏ ଦୋକାନ ବଜାର ଖୋଲା ରହିବ । ସେହିପରି ଧାରା ବଳବତ୍ତର ରହିବା ସମୟରେ ୫ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ  । ଏନେଇ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ କେନ୍ଦ୍ରାପଡା ଜିଲ୍ଲାପାଳ ଅମୃତ ୠତୁରାଜ ସୂଚନା ଦେଇଛନ୍ତି  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ