Masthead

ପୂର୍ବତନ ବିଧାୟକଙ୍କ ଘରେ ଆୟକର ରେଡ

ଯୋଡ଼ା (ବଡ଼ ଖବର ବ୍ୟୁରୋ):  ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ରେଡ୍ । ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଭିଯୋଗରେ ଏହି ରେଡ୍ ହୋଇଥିବା ଜଣାପଡ଼ିଛି। ଆୟ ବିଭାଗର ୨ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଆୟ ବିଭାଗ ବନେଇକଳା ଛକରେ ଥିବା ଖଣି ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମୋବାଇଲ ଫୋନ୍ ସିଜ୍ କରିଛି। ଏହା ସହ ଜିତୁଙ୍କ ଅଫିସ ଓ ଘରେ କାଗଜପତ୍ର ଯାଞ୍ଚ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା