ପୂର୍ବତନ ବିଧାୟକଙ୍କ ଘରେ ଆୟକର ରେଡ

ଯୋଡ଼ା (ବଡ଼ ଖବର ବ୍ୟୁରୋ):  ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ରେଡ୍ । ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଭିଯୋଗରେ ଏହି ରେଡ୍ ହୋଇଥିବା ଜଣାପଡ଼ିଛି। ଆୟ ବିଭାଗର ୨ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଆୟ ବିଭାଗ ବନେଇକଳା ଛକରେ ଥିବା ଖଣି ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମୋବାଇଲ ଫୋନ୍ ସିଜ୍ କରିଛି। ଏହା ସହ ଜିତୁଙ୍କ ଅଫିସ ଓ ଘରେ କାଗଜପତ୍ର ଯାଞ୍ଚ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ