Masthead

ଆୟକରଦାତା ନେଉଥିଲେ PDS ଚାଉଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆୟକରଦାତା ନେଉଥିଲେ ରାସନ ଚାଉଳ। ହାତେଇଥିଲେ ରାସନ୍‌ କାର୍ଡ। ଅଭିଯୋଗ ପରେ ଯୋଗାଣ ବିଭାଗ ପକ୍ଷରୁ ଚାଲିଛି ତନାଘନା। ପ୍ରାୟ ୪ଲକ୍ଷ ଆୟକରଦାତା ରାସନ କାର୍ଡ ନେଇଥିବା ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ତେବେ ଆୟକରଦାତାଙ୍କୁ ରାସନ କାର୍ଡରୁ ବାଦ ଦେବା ପାଇଁ ପ୍ରକିୟା ଆରମ୍ଭ ହୋଇଛି।

ପୂରା ତଥ୍ୟ ଆସିବା ପରେ ସେମାନଙ୍କୁ ବାଦ୍‌ ଦିଆଯିବ। ତେବେ କେତେଜଣ ଏଭଳି ହିତାଧିକାରୀ ରହିଛନ୍ତି ସେନେଇ ଚାଲିଛି ଅନୁଧ୍ୟାନ । ପୂରା ତଥ୍ୟ ଆସିବା ପରେ ସେମାନଙ୍କୁ ରାସନ କାର୍ଡ ବାଦ୍ ଦିଆଯିବ । ପ୍ରାୟ ୪ ଲକ୍ଷ୍ୟ ଏଭଳି ହିତାଧିକାରୀ ରାସନ କାର୍ଡ ପାଇଥିଲେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ