Masthead

ଡିଏନ ଗ୍ରୁପରେ ଆୟକର ବିଭାଗର ଚଢାଉ: ଜାଗମରାରୁ ୨ଟି ଟଙ୍କା ଭର୍ତ୍ତି ଟ୍ରଲି ବ୍ୟାଗ ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଡିଏନ ଗ୍ରୁପରେ ଚାଲିଛି ଆୟକର ଚଢାଉ । ଚଢାଉ ବେଳେ ଜାଗମରାରୁ ସଂସ୍ଥାର ଜଣେ କର୍ମଚାରଙ୍କ ଘରୁ ଟଙ୍କା ଭର୍ତ୍ତି ଟ୍ରଲି ବ୍ୟାଗ ଜବତ । ସଂପୃକ୍ତ ଅଧିକାରୀଙ୍କୁ ହେପାଜତକୁ ନେଇ ଆୟକର ବିଭାଗ ପଚରାଉଚରା ଜାରି ରଖିଛି । ଗତକାଲି ଗ୍ରୁପର ଲିଗାଲ ଅଫିସର ଚନ୍ଦ୍ରଶେଖର ପଣ୍ଡାଙ୍କ ଘରୁ ୩୦ କୋଟି ଟଙ୍କା ମିଳିବା ପରେ ପ୍ରବିର୍ତ୍ତନ ନିଦେ୍ର୍ଦଶାଳୟ ବା ଇଡି ଖୁବଶୀଘ୍ର ନିଜ ଆଡୁ ମାମଲା ରୁଜୁ କରିପାରେ ।

ଡିଏନ ଗ୍ରୁପର ବେଆଇନ ଆର୍ଥିକ କାରବାର ଉପରେ ହୋଇପାରେ ତଦନ୍ତ । ବୁଧବାର ଆଇଟି ରେଡ ବେଳେ ଡିଏନ ଗ୍ରୁପ ଲିଗାଲ ଅଫିସରଙ୍କ ନିକଟରୁ ୩୦ କୋଟି ଜବତ ହେବା ପରେ ତତ୍ପର ହୋଇଛି ଆଇଟି ଓ ଇଡି । ୩ଟି ଟ୍ରଙ୍କରୁ ଜବତ ୩୦ କୋଟି ଟଙ୍କାକୁ ଆୟଙ୍କର ଅଫିସକୁ ନିଆଯାଇଛି । ଏହାସହ ସୁଟକେଶରେ ଥିବା କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ