Masthead

ଡିଏନ ଗ୍ରୁପରେ ଆୟକର ବିଭାଗର ଚଢାଉ: ଜାଗମରାରୁ ୨ଟି ଟଙ୍କା ଭର୍ତ୍ତି ଟ୍ରଲି ବ୍ୟାଗ ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଡିଏନ ଗ୍ରୁପରେ ଚାଲିଛି ଆୟକର ଚଢାଉ । ଚଢାଉ ବେଳେ ଜାଗମରାରୁ ସଂସ୍ଥାର ଜଣେ କର୍ମଚାରଙ୍କ ଘରୁ ଟଙ୍କା ଭର୍ତ୍ତି ଟ୍ରଲି ବ୍ୟାଗ ଜବତ । ସଂପୃକ୍ତ ଅଧିକାରୀଙ୍କୁ ହେପାଜତକୁ ନେଇ ଆୟକର ବିଭାଗ ପଚରାଉଚରା ଜାରି ରଖିଛି । ଗତକାଲି ଗ୍ରୁପର ଲିଗାଲ ଅଫିସର ଚନ୍ଦ୍ରଶେଖର ପଣ୍ଡାଙ୍କ ଘରୁ ୩୦ କୋଟି ଟଙ୍କା ମିଳିବା ପରେ ପ୍ରବିର୍ତ୍ତନ ନିଦେ୍ର୍ଦଶାଳୟ ବା ଇଡି ଖୁବଶୀଘ୍ର ନିଜ ଆଡୁ ମାମଲା ରୁଜୁ କରିପାରେ ।

ଡିଏନ ଗ୍ରୁପର ବେଆଇନ ଆର୍ଥିକ କାରବାର ଉପରେ ହୋଇପାରେ ତଦନ୍ତ । ବୁଧବାର ଆଇଟି ରେଡ ବେଳେ ଡିଏନ ଗ୍ରୁପ ଲିଗାଲ ଅଫିସରଙ୍କ ନିକଟରୁ ୩୦ କୋଟି ଜବତ ହେବା ପରେ ତତ୍ପର ହୋଇଛି ଆଇଟି ଓ ଇଡି । ୩ଟି ଟ୍ରଙ୍କରୁ ଜବତ ୩୦ କୋଟି ଟଙ୍କାକୁ ଆୟଙ୍କର ଅଫିସକୁ ନିଆଯାଇଛି । ଏହାସହ ସୁଟକେଶରେ ଥିବା କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା