Masthead

ଟିକସଦାତାଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର! ଜାଣିବା ପାଇଁ ପଢ଼ନ୍ତୁ …

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ପାଇଁ ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ଟିକସଦାତାଙ୍କୁ ଆରାମ ପ୍ରଦାନ କରି ଆୟକର ରିଟର୍ଣ୍ଣ ଦାଖଲ କରିବାର ସମୟସୀମା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନିମନ୍ତେ ଟିକସଦାତାଙ୍କ ପାଇଁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲ କରିବାର ଶେଷ ତାରିଖ ହେଉଛି ୩୧ ଡିସେମ୍ବର ୨୦୨୦ । ତେଣୁ ସମସ୍ତେ ଏହି ସମୟ ସୀମା ମଧ୍ୟରେ ଦାଖଲ କରିବାକୁ କୁହାଯାଇଛି । ଏଥିରେ ବିଳମ୍ବ ହେଲେ ସେମାନଙ୍କୁ ଜୋରିମାନା ଦେବାକୁ ପଡ଼ିବ ।

ଏହି ଟିକସଦାତାମାନଙ୍କ ପାଇଁ ସମୟସୀମା ହେଉଛି ୩୧ ଜାନୁୟାରୀ
ITR ଦାଖଲ କରିବାର ଶେଷ ତାରିଖ ହେଉଛି ୩୧ ଜାନୁୟାରୀ ୨୦୨୧ ଟିକସଦାତାଙ୍କ ପାଇଁ ଯାହାର ଆକାଉଣ୍ଟ ଅଡିଟ୍ ହେବା ଆବଶ୍ୟକ । ସରକାର ଏହା ପୂର୍ବରୁ ଟିକସଦାତାଙ୍କୁ ଓଞଜ ଦାଖଲ କରିବାର ସମୟସୀମାକୁ ୩୧ ଜୁଲାଇରୁ ୩୦ ନଭେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।
କ’ଣ ଆବଶ୍ୟକ
ITR ପୂରଣ କରିବା ସହ ଏହାର ଇ-ଯାଞ୍ଚ କରିବା ପରେ ରିଟର୍ଣ୍ଣର
ଇ-ଯାଞ୍ଚ ଆବଶ୍ୟକ । ଆପଣ ଅନଲାଇନରେ ଏହାକୁ ଯାଞ୍ଚ କରିପାରିବେ । ଏଥିପାଇଁ incometaxindiaefiling.gov.in ୱେବସାଇଟ୍ ଯିବାକୁ ପଡ଼ିବ । 

ମୋଟ ୫.୨୫ କୋଟି ଟିକସଦାତାଙ୍କ ମଧ୍ୟରୁ ୩.୭୫ କୋଟି ଟିକସଦାତା ଆୟକର ରିଟର୍ଣ୍ଣ ଦାଖଲ କରିସାରିଛନ୍ତି। ଏଥିରେ ବ୍ୟକ୍ତିଗତ କରଦାତା ଅନ୍ତର୍ଭୁକ୍ତ । ଅନ୍ୟ କମ୍ପାନୀ ଯେଉଁଠାରେ ଟ୍ୟାକ୍ସ ଅଡିଟ୍ ଆବଶ୍ୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ