Masthead

ବିଏମସିରେ ପଦବୀ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଏମସିରେ ବଢିଲା ପଦବୀ ସଂଖ୍ୟା । ୩ଟି ଅତିରିକ୍ତ କମିଶନର ଓ ୬ଟି ଜୋନାଲ ପଦବୀ ସୃଷ୍ଟି କରାଯାଇଛି । ଭୁବନେଶ୍ୱର ମହାନଗର ନିଗମର ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।

ଏହାଦ୍ୱାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ପୂର୍ବରୁ ବିଏମସିର ୨୧୦ଟି ପଦବୀ ଅନୁମୋଦିତ ଥିବାବେଳେ ଏବେ ୪୧୬ଟି ପଦବୀ ସୃଷ୍ଟି ହେବା ଦ୍ୱାରା ପଦବୀ ସଂଖ୍ୟା ମୋଟ ୬୨୬କୁ ବୃଦ୍ଧି ପାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି