Masthead

ମଧୁବାବୁ ପେନସନ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଢିଲେ ମଧୁବାବୁ ପେନସନ ଯୋଜନାର ହିତାଧିକାରୀ । ୪ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ପାଇବେ ମଧୁବାବୁ ପେନସନ । ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି । ନୂଆ ହିତାଧିକାରୀ ସାମିଲ ହେବା ପରେ ଏବେ ହିତାଧିକାରୀଙ୍କ ସଂଖ୍ୟା ଏବେ ହିତାଧିକାରୀଙ୍କ ସଂଖ୍ୟା ୩୨ଲକ୍ଷ ୭୫ ହଜାରରେ ପହଞ୍ଚିଛି ।

ନୂଆ ହିତାଧିକାରୀମାନେ ଅଗଷ୍ଟ ୧୫ ତାରିଖରେ ପାଇବେ ନୂଆ ଭତ୍ତା । ୨୦୦୮ ମସିହା ଜାନୁୟାରୀ ମାସରୁ ଆରମ୍ଭ ହୋଇଛି । ଦରିଦ୍ର ସୀମାରେଖା ତଳେ ବାସ କରୁଥିବା ଅସହାୟ ବୃଦ୍ଧ ବ୍ୟକ୍ତିମାନଙ୍କୁ କିଛି ଆର୍ଥିକ ସହାୟତା ପ୍ରଦାନ କରିବା ଏହି ଯୋଜନାର ମୂଳ ଉଦେ୍ଦଶ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା