Masthead

ବଢିଲା ଖବରଦାତାଙ୍କ ସ୍ୱାସ୍ଥ୍ୟବୀମାରାଶି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଖବରଦାତାଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ରାଶିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ୨ଲକ୍ଷରୁ ୫ଲକ୍ଷ ଟଙ୍କାକୁ ଏହା ବୃଦ୍ଧି ପାଇଛି ।

ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ କାର୍ଯ୍ୟରତ ଖବରଦାତା ଓ ତାଙ୍କ ପରିବାରକୁ ୨ଲକ୍ଷର ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥି । । ବର୍ତ୍ତମାନ ଏହା ୫ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ଖବରଦାତା ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇବାରିବେ । ରାଜ୍ୟର ୮୭୧୭କାର୍ଯ୍ୟରତ ଖବରଦାତା ଓ ତାଙ୍କ ପରିବାର ଉପକୃତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି