Masthead

ବଢିବ +୨ ସିଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବଢିବ +୨ ସିଟ । ଜିଲ୍ଲାର ଆବଶ୍ୟକତା ଦେଖି ସିଟ ବଢାଯିବ। ପିଲା ମାନଙ୍କ କିଛି ଅସୁବିଧା ନହେଲା ଭଳି ସମସ୍ତ ପ୍ରକାର ପଦକ୍ଷେପ ସରକାର ଗ୍ରହଣ କରିବେ। ଯାହାକୁ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ । ସେ କହିଛନ୍ତି ଯୁକ୍ତ ଦୁଇ ପ୍ରଥମ ବର୍ଷ ସିଟ ବୃଦ୍ଧି ନେଇ ସୋମବାର ବିଭାଗୀୟ ବୈଠକ ବସିବ। ସୂଚନା ଅଛି କି ମାଟ୍ରିକ ଚଳିତ ବର୍ଷ ୫ଲକ୍ଷ ୧୨ ହଜାର ପିଲା ପାସ୍ କରିଥିବା ବେଳେ ଯୁକ୍ତ ଦୁଇ ପ୍ରଥମ ବର୍ଷ ରେ ସିଟ ଅଛି ୫ଲକ୍ଷ ୯ହଜାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି