Masthead

ବଢିବ +୨ ସିଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବଢିବ +୨ ସିଟ । ଜିଲ୍ଲାର ଆବଶ୍ୟକତା ଦେଖି ସିଟ ବଢାଯିବ। ପିଲା ମାନଙ୍କ କିଛି ଅସୁବିଧା ନହେଲା ଭଳି ସମସ୍ତ ପ୍ରକାର ପଦକ୍ଷେପ ସରକାର ଗ୍ରହଣ କରିବେ। ଯାହାକୁ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ । ସେ କହିଛନ୍ତି ଯୁକ୍ତ ଦୁଇ ପ୍ରଥମ ବର୍ଷ ସିଟ ବୃଦ୍ଧି ନେଇ ସୋମବାର ବିଭାଗୀୟ ବୈଠକ ବସିବ। ସୂଚନା ଅଛି କି ମାଟ୍ରିକ ଚଳିତ ବର୍ଷ ୫ଲକ୍ଷ ୧୨ ହଜାର ପିଲା ପାସ୍ କରିଥିବା ବେଳେ ଯୁକ୍ତ ଦୁଇ ପ୍ରଥମ ବର୍ଷ ରେ ସିଟ ଅଛି ୫ଲକ୍ଷ ୯ହଜାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା