Masthead

ବିଜୟ ପାଇଁ ଭାରତକୁ ଦରକାର ୨୭୩ ରନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ବକପ ମହା ମୁକାବିଲାରେ ଆଜି ଆଫଗାନିସ୍ତାନକୁ ଭେଟିଛି ଭାରତ । କ୍ରମାଗତ ଦ୍ୱିତୀୟ ମ୍ୟାଚକୁ ନିଜ ନାଁରେ କରିବା ପାଇଁ ରୋହିତ ବାହିନୀକୁ ୨୭୩ ରନର ଟାର୍ଗେଟ ଦେଇଛି। ଆଜି ଦିଲ୍ଲୀରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭର୍‌ରେ ୮ ୱିକେଟ ହରାଇ ୨୭୨ ରନ ସଂଗ୍ରେହ କରିପାରିଛି ।

ଆଫଗାନସ୍ତାନ ପକ୍ଷରୁ ଅଧିନାୟକ ହଶମତୁଲ୍ଲା ଶାହିଦି ଓ ଅଜମତୁଲ୍ଲା ଓମରଜାଇ ଦମଦାର ବ୍ୟାଟିଂ କରିଛନ୍ତି। ଶାହିଦି ୮୮ ବଲରେ ୮୦ ରନ କିରିଥିବା ବେଳେ ଓମରଜାଇ ୬୨ ରନର ଇନିଂସ ଖେଳିଛନ୍ତି। ଏହି ଦୁଇ ବ୍ୟାଟରଙ୍କୁ ଛାଡ଼ି ଦେଲେ, ଆଉ କୌଣସି ଆଫଗାନ ଖେଳାଳି ଆଖି ଦୃଶିଆ ପ୍ରଦର୍ଶନ କରିପାରି ନାହାନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା