Masthead

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ; ସିରିଜ୍‌ ହାତେଇବା ଲକ୍ଷ୍ୟରେ ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ । କେ.ଏଲ୍‌ ରାହୁଲଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ । ଇନ୍ଦୋରର ହୋଲକର ଷ୍ଟାଡିୟମରେ ଉଭୟ ଦଳ ମୁକାବିଲା କରିବେ।ଭାରତ ପ୍ରଥମ ମ୍ୟାଚକୁ ୫ ୱିକେଟରେ ଜିତି ଶୃଙ୍ଖଳାରେ ୧-୦ରେ ଆଗୁଆ ରହିଛି । ତେବେ ଦ୍ୱିତୀୟ ମ୍ୟାଚକୁ ି ଶୃଙ୍ଖଳାରେ ବିଜୟୀ ନେଇ ଲକ୍ଷ୍ୟ ରଖିଛି ଭାରତ । ଅନ୍ୟପକ୍ଷରେ ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବା ପ୍ୟାଟ୍ କମିନସଙ୍କ ନେତୃତ୍ୱାଧିନ ଅଷ୍ଟ୍ରେଲିଆ ଶୃଙ୍ଖଳାକୁ ଫେରିବା ନେଇ ଉଦ୍ୟମ କରିବ । ବିଶ୍ୱକପ ପୂର୍ବରୁ ପ୍ରସ୍ତୁତି ନେଇ ଆୟୋଜିତ ଶୃଙ୍ଖଳାରେ ପ୍ରଥମ ମ୍ୟାଚରେ କେ ଏଲ ରାହୁଲଙ୍କ ନେତୃତ୍ୱାଧିନ ଭାରତ ଉଭୟ ବ୍ୟାଟିଂ ଓ ବୋଲିଂ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା । ରୋହିତ ଶର୍ମା, ବିରାଟ କୋହଲି, ହାର୍ଦିକ ପାଣ୍ଡ୍ୟା ଓ କୁଳଦୀପ ଯାଦବଙ୍କ ବିନା ଖେଳିଥିବା ଭାରତ ୫ ୱକେଟରେ ମ୍ୟାଚକୁ ଜିତି ନେଇଥିଲା । ତେବେ ଆଜିର ମ୍ୟାଚ ଜିତି ସିରିଜ ହାତେଇବା ଲକ୍ଷ୍ୟ ରଖିବ ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ