Masthead

ଜୟଶ୍ୱାଲଙ୍କ ଜଲୱା, ଇଂଲଣ୍ଡ ବିପକ୍ଷରେ ଦ୍ୱିଶତକ ହାସଲ କଲେ ଯଶସ୍ୱୀ

ବିଶାଖାପାଟନମ (ବଡ଼ ଖବର ବ୍ୟୁରୋ): ଇଂଲଣ୍ଡ ବିପକ୍ଷରେ ଯଶସ୍ୱୀ ଜୟଶ୍ୱାଲଙ୍କ ଦ୍ୱିଶତକ । ଟେଷ୍ଟ କ୍ୟାରିଅରର ପ୍ରଥମ ଦ୍ୱୀଶତକ ହାସଲ କଲେ ଯଶସ୍ୱୀ। ଏଥିସହ ସର୍ବକନିଷ୍ଠ ଖେଳାଳି ଭାବେ ତୃତୀୟ ସ୍ଥାନ ଅକ୍ତିଆର କରିଛନ୍ତି ଯଶସ୍ୱୀ ଜୟଶ୍ୱାଲ । ବିଶାଖାପାଟନମରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମ୍ୟାରେ ଏହି ଶତକ ହାସଲ କରିଛନ୍ତି । ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଏହି ସମୟରେ ଯଶସ୍ବୀ ଜୟଶ୍ୱାଲ ଟିମ ଇଣ୍ଡିଆ ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ ।

ଗତକାଲି ମ୍ୟାଚ୍ ଆରମ୍ଭ ହୋଇଥିବା ବେଳେ ସେ ୧୭୯ ରନ୍ କରି ଅପରାଜିତ ରହିଥିଲେ। ଆଜି ପୁନଃ ପାଳି ଆରମ୍ଭ କରି କ୍ୟାରିଆରର ଦ୍ୱିତୀୟ ଦ୍ୱିଶତକ ହାସଲ କରିନେଇଛନ୍ତି। ଟିମ୍ ଇଣ୍ଡିଆର ଅନ୍ୟ ସମସ୍ତ ବ୍ୟାଟର୍ ପାଭିଲିଅନ ଫେରିଯାଇ ଥିବାବେଳେ ମୈଦାନରେ ଏକା ଲଢିଥିଲେ ଯଶସ୍ୱୀ। ଭାରତ ପକ୍ଷରୁ ଜୟସ୍ୱାଲ ୨୯୦ ବଲ ଖେଳି ୨୦୯ ରନ କରିଥିଲେ ଯେଉଁଥିରେ ସେ ୭ ଛକା ଓ ୧୯ ଚୌକା ମାରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ