Masthead

୮ ୱିକେଟରେ ଅଷ୍ଟ୍ରେଲିଆକୁ ହରାଇ ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହିଳା କ୍ରିକେଟରେ ଭାରତର ଐତିହାସିକ ବିଜୟ। ଟେଷ୍ଟ ମ୍ୟାଚରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି ଟିମ୍‌ ଇଣ୍ଡିଆ। ମୁମ୍ବାଇରେ ଖେଳାଯାଇଥିବା ମହିଳା କ୍ରିକେଟରେ ଟେଷ୍ଟ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ୮ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ୍ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି । ଅଷ୍ଟ୍ରେଲିଆ ଉପରେ ଭାରତୀୟ ମହିଳା ଦଳର ଏହା ହେଉଛି ପ୍ରଥମ ଟେଷ୍ଟ ବିଜୟ। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୨୧୯ ରନ୍ ଏବଂ ଦ୍ୱିତୀୟ ଇନିଂସରେ ୨୬୧ ରନ୍ ସଂଗ୍ରହ କରିଥିଲା । ଏହାର ଜବାବରେ ଭାରତ ପ୍ରଥମ ଇନିଂସରେ ୪୦୬ ରନ୍ ଏବଂ ଦ୍ୱିତୀୟ ଇନିଂସରେ ୨ ୱିକେଟ୍ ହରାଇ ଲକ୍ଷ୍ୟ ହାସଲ କରିଥିଲା। ସ୍ମୃତି ମନ୍ଦନା, ଜେମିମା ରୋଡ୍ରିଗେଜ୍, ରେଣୁକା ସିଂ ଏବଂ ସ୍ନେ ରାଣା ଭାରତ ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ